ଯାତ୍ରା ପୁସ୍ତକ 32:14 - ପବିତ୍ର ବାଇବଲ14 ତେଣୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଧ୍ୱଂସ କରିବାରୁ ମନ ପରିବର୍ତ୍ତନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ। Gade chapit laଓଡିଆ ବାଇବେଲ14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ। Gade chapit la |
ଯିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ୱର ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କଲେ। କିନ୍ତୁ ସ୍ୱର୍ଗଦୂତ ଯେତେବେଳେ ଯିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ଯିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ଯ୍ୟ ସାଧନ କରୁଥିବା ସ୍ୱର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, “ବନ୍ଦ କର! ଯଥେଷ୍ଟ ହେଲା!” ସେହି ସମୟରେ ସଦାପ୍ରଭୁଙ୍କ ଦୂତ ଯିବୂଷୀୟ ଅରଣନରରେ ଛିଡ଼ା ହୋଇଥିଲେ।
ଯୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲେ, “ମୁଁ ଜାଣିଥିଲି ଏହା ହିଁ ଘଟିବ। ମୁଁ ମୋ’ ନିଜ ଦେଶରେ ଥିଲା ବେଳେ ତୁମ୍ଭେ ମୋତେ ସେଠାକୁ ଡାକିଥିଲ। ସେତେବେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସେହି କୁନଗରୀର ଲୋକମାନଙ୍କୁ କ୍ଷମା ଦେବ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ଯିବାକୁ ସ୍ଥିର କଲି। ମୁଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦେଖାଇ ଲୋକମାନଙ୍କୁ ଦଣ୍ତ ଦେବ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟାରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତେବେ ତୁମ୍ଭେ ଧ୍ୱଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।
“ଯିହୁଦାର ରାଜା ହିଜକିୟ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିୟ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭେମାନେ ଯିରିମିୟଙ୍କ ପ୍ରତି କିଛି କରୁ, ତେବେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳରେ ଅମଙ୍ଗଳ କରୁଅଛୁ।”