Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:18 - ପବିତ୍ର ବାଇବଲ

18 ମୋଶା ଉତ୍ତର ଦେଲେ, “ଏହା ସୈନ୍ୟମାନଙ୍କର ଜୟଧ୍ୱନିର ଶବ୍ଦ ନୁହେଁ। କିମ୍ବା ପରାଜୟର ଶବ୍ଦ ମଧ୍ୟ ନୁହେଁ। ମୁଁ ଗାୟନର ଶବ୍ଦ ଶୁଣି ପାରୁଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ସେ କହିଲେ, ଏହା ଜୟଧ୍ଵନିର ଶଦ୍ଦ ନୁହେଁ, କିଅବା ପରାଜୟ ସ୍ଵରର ଶଦ୍ଦ ନୁହେଁ, ମାତ୍ର ମୁଁ ଗାୟନର ଶଦ୍ଦ ଶୁଣୁଅଛି।

Gade chapit la Kopi

ଓଡିଆ ବାଇବେଲ

18 ତହିଁରେ ସେ କହିଲେ, “ଏହା ଜୟଧ୍ୱନିର ଶବ୍ଦ ନୁହେଁ, କିଅବା ପରାଜୟ ସ୍ୱରର ଶବ୍ଦ ନୁହେଁ, ମାତ୍ର ମୁଁ ଗାୟନର ଶବ୍ଦ ଶୁଣୁଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ସେ କହିଲେ, “ଏହା ଜୟଧ୍ୱନିର ଶବ୍ଦ ନୁହେଁ, କିଅବା ପରାଜୟ ସ୍ୱରର ଶବ୍ଦ ନୁହେଁ, ମାତ୍ର ମୁଁ ଗାୟନର ଶବ୍ଦ ଶୁଣୁଅଛି।”

Gade chapit la Kopi




ଯାତ୍ରା ପୁସ୍ତକ 32:18
5 Referans Kwoze  

ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।


ସେମାନେ ଦ୍ରାକ୍ଷାରସ ପାନ କରୁଥିବା ବେଳେ ସୁନା, ରୂପା, ପିତ୍ତଳ, ଲୁହା, କାଠ ଓ ପ୍ରସ୍ତର ନିର୍ମିତ ମୂର୍ତ୍ତିରୂପକ ଦେବଗଣର ପ୍ରଶଂସା କଲେ।


ଯିହୋଶୂୟ ସେହି ଭୋଜିର କୋଳାହଳ ଶୁଣିଲେ। ଯିହୋଶୂୟ ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧର ଶବ୍ଦପରି ଏହା ଶୁଭୁଛି।”


ମୋଶା ଛାଉଣିର ନିକଟକୁ ଆସିଲେ। ସେ ସେହି ସୁବର୍ଣ୍ଣର ବାଛୁରି ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମୋଶା ରାଗିଗଲେ। ସେ ରାଗରେ ସେହି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୂନା କରି ଦେଲେ।


Swiv nou:

Piblisite


Piblisite