ଯାତ୍ରା ପୁସ୍ତକ 32:19 - ପବିତ୍ର ବାଇବଲ19 ମୋଶା ଛାଉଣିର ନିକଟକୁ ଆସିଲେ। ସେ ସେହି ସୁବର୍ଣ୍ଣର ବାଛୁରି ଦେଖିଲେ ଏବଂ ସେ ଲୋକମାନଙ୍କୁ ନାଚୁଥିବାର ଦେଖିଲେ। ମୋଶା ରାଗିଗଲେ। ସେ ରାଗରେ ସେହି ପ୍ରସ୍ତର ଫଳକକୁ ପର୍ବତ ତଳେ ଫିଙ୍ଗି ଚୂନା କରି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ। Gade chapit laଓଡିଆ ବାଇବେଲ19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ। Gade chapit la |
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।