ଯାତ୍ରା ପୁସ୍ତକ 32:21 - ପବିତ୍ର ବାଇବଲ21 ମୋଶା ହାରୋଣଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ପାଇଁ କ’ଣ କଲେ? କାହିଁକି ତୁମ୍ଭେ ସେମାନଙ୍କୁ ଏପରି ପାପ କରିବାକୁ ଆଗେଇ ନେଲ?” Gade chapit laପବିତ୍ର ବାଇବଲ (Re-edited) - (BSI)21 ତହୁଁ ମୋଶା ହାରୋଣଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଲ? Gade chapit laଓଡିଆ ବାଇବେଲ21 ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ’ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?” Gade chapit la |
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’