Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:23 - ପବିତ୍ର ବାଇବଲ

23 ଲୋକମାନେ ମୋତେ କହିଲେ, ‘ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। କିନ୍ତୁ ତାଙ୍କର କ’ଣ ହେଲା ତାହା ଆମ୍ଭେ ଜାଣୁ ନାହୁଁ। ତେଣୁ କିଛି ଦେବଗଣ ତିଆରି କର ଓ ଆମ୍ଭମାନଙ୍କୁ ଆଗେଇ ନିଅ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏମାନେ ମୋତେ କହିଲେ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହେଲା, ତାହା ଆମ୍ଭେମାନେ ଜାଣୁନାହୁଁ।

Gade chapit la Kopi

ଓଡିଆ ବାଇବେଲ

23 ଏମାନେ ମୋତେ କହିଲେ, “ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁନାହୁଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏମାନେ ମୋତେ କହିଲେ, ‘ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।’

Gade chapit la Kopi




ଯାତ୍ରା ପୁସ୍ତକ 32:23
5 Referans Kwoze  

ସେମାନେ ଖୁବ୍ ଶୀଘ୍ର ମୁଁ ଶିକ୍ଷା ଦେଇଥିବା ପଥରୁ ବିମୁଖ ହେଲେ। ସେମାନେ ସୁବର୍ଣ୍ଣର ଏକ ବାଛୁରି ନିର୍ମାଣ କଲେ। ସେମାନେ ସେହି ମୂର୍ତ୍ତିକୁ ଉପାସନା କରୁଛନ୍ତି ଏବଂ ତା'ର ସମ୍ମୁଖରେ ବଳିଦାନ କରୁଛନ୍ତି। ସେମାନେ କହନ୍ତି, ‘ଇସ୍ରାଏଲ, ତୁମ୍ଭକୁ ମିଶର ଦେଶରୁ ଯେଉଁ ଦେବତା ବାହାର କରି ଆଣିଲେ, ସେଗୁଡ଼ିକ ଏହି।’”


ସେମାନେ ହାରୋଣଙ୍କୁ ଯାଇ କହିଲେ, ‘ଆମ୍ଭମାନଙ୍କର ପଥ ଦେଖାଇବା ପାଇଁ କେତେ ଜଣ ଦେବତାଙ୍କୁ ନିର୍ମାଣ କର। ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ’ଣ ହେଲା ଆମ୍ଭେ ଜାଣି ନାହୁଁ।’


ଶାଉଲ କହିଲେ, “ସୈନ୍ୟମାନେ ସେମାନଙ୍କୁ ଅମାଲେକୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ୟମାନେ ଉତ୍ତମ ଗୋରୁ ଓ ମେଷମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ବଳିଦେବା ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।”


ଏବଂ ସୈନ୍ୟମାନେ ଗି‌ଲ୍‌ଗ‌ଲ୍‌ରେ ଉତ୍ତମ ମେଣ୍ଢା ଓ ଗୋରୁମାନଙ୍କୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରେ ବଳିଦାନ ଦେବା ପାଇଁ ରଖିଲେ।”


Swiv nou:

Piblisite


Piblisite