Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 32:26 - ପବିତ୍ର ବାଇବଲ

26 ତେଣୁ ମୋଶା ଛାଉଣି ଦ୍ୱାର ଦେଶରେ ଛିଡ଼ା ହୋଇ କହିଲେ, “ଯେଉଁ ଲୋକେ ସଦାପ୍ରଭୁଙ୍କୁ ଅନୁସରଣ କରିବାକୁ ଗ୍ଭହଁ ସେମାନେ ମୋ’ ପାଖକୁ ଆସ।” ଏବଂ ଏଥିରେ ଲେବୀ ବଂଶର ସମସ୍ତ ଲୋକ ମୋଶାଙ୍କ ନିକଟକୁ ଦୌଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଥିରେ ମୋଶା ଛାଉଣି ଦ୍ଵାରରେ ଠିଆ ହୋଇ କହିଲେ, ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ; ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।

Gade chapit la Kopi

ଓଡିଆ ବାଇବେଲ

26 ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି ? ସେ ମୋ’ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।

Gade chapit la Kopi




ଯାତ୍ରା ପୁସ୍ତକ 32:26
8 Referans Kwoze  

ଯଦି କେହି ମୋ’ ସହିତ କାମ କରୁ ନାହିଁ, ତେବେ ସେ ମୋ’ ବିରୁଦ୍ଧରେ କାମ କରୁଛି।


ଯେହୂ ଝରକା ଆଡ଼େ ମୁଖ ଉଠାଇ କହିଲେ, “କିଏ ମୋ’ ପକ୍ଷରେ ଅଛି?” ଦୁଇ ତିନି ଜଣ ନପୁଂସକ ଯେହୂଙ୍କ ଆଡ଼େ ଗ୍ଭହିଁଲେ।


ଯେତେବେଳେ ଯିହୋଶୂୟ ଯିରୀହୋ ନିକଟରେ ଛିଡ଼ା ହୋଇଥିଲେ, ତାଙ୍କ ସମ୍ମୁଖରେ ଏକ ଲୋକ ଛିଡ଼ା ହୋଇଥିଲା। ସେ ଲକ୍ଷ୍ୟ କଲେ ଲୋକଟି ତା'ହାତରେ ଏକ ଖଣ୍ତା ଟାଣି ବାହାର କଲା। ଯିହୋଶୂୟ ତା'ର ନିକଟକୁ ଗଲେ ଓ ପଗ୍ଭରିଲେ, “ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧୁ ନା ଶତ୍ରୁ?”


ଯୋୟାବର ଜଣେ ଯୁବା ଲୋକ ଅମାସାଙ୍କ ଶରୀର ନିକଟରେ ଠିଆ ହୋଇ କହିଲା, “ଯେଉଁମାନେ ଯୋୟାବକୁ ଭଲପାଆନ୍ତି ଓ ଯେଉଁମାନେ ଦାଉଦଙ୍କ ପକ୍ଷ, ସେମାନେ ଯୋୟାବର ପଛେ ପଛେ ଯାଆନ୍ତୁ।”


ମୋଶା ହୃ‌ଦ୍‌ବୋଧ କଲେ ଯେ, ହାରୋଣ ଲୋକମାନଙ୍କୁ ନିୟନ୍ତ୍ରଣ ବାହାର କରି ଦେଇଛନ୍ତି। ତେଣୁ ଶତ୍ରୁମାନଙ୍କ ଦ୍ୱାରା ହାସ୍ୟାସ୍ପଦ ହେବାକୁ ହେବ।


ମୋଶା ସେମାନଙ୍କୁ କହିଲେ, “ମୁଁ ତୁମ୍ଭକୁ କହିବି ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଯାହା କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଆପଣା ଜଙ୍ଘରେ ଖ‌ଡ଼୍‌ଗ ବାନ୍ଧି ଛାଉଣିର ମଧ୍ୟଦେଇ ଗୋଟିଏ ଦ୍ୱାରରୁ ଅନ୍ୟଦ୍ୱାର ନିକଟକୁ ଯିବା ଆସିବା କର ଏବଂ ପ୍ରତ୍ୟେକ ଆପଣା ଭ୍ରାତା, ମିତ୍ର ଓ ପ୍ରତିବାସୀକୁ ବଧ କର।’”


ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲେ, ଆମ୍ଭେ ତାହାକୁ ଦେଖି ନାହୁଁ, ସେ ଆପଣା ଭାଇମାନଙ୍କୁ ମଧ୍ୟ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲେ ନାହିଁ। କିନ୍ତୁ ସେମାନେ ତୁମ୍ଭର ବାକ୍ୟ ମାନି ଅଛନ୍ତି। ତୁମ୍ଭର ନିୟମ ରକ୍ଷା କରିଛନ୍ତି।


ଦୁଷ୍ଟ ଲୋକମାନଙ୍କ ବିରୁଦ୍ଧରେ ଲଢ଼ିବା ପାଇଁ କିଏ ମୋତେ ସାହାଯ୍ୟ କରିବ? ଦୁଷ୍ଟ ଲୋକମାନଙ୍କ ବିପକ୍ଷରେ କିଏ ମୋ’ ସହିତ ଠିଆ ହେବ?


Swiv nou:

Piblisite


Piblisite