ଯାତ୍ରା ପୁସ୍ତକ 32:29 - ପବିତ୍ର ବାଇବଲ29 ଏହା ପରେ ମୋଶା କହିଲେ, “ତୁମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପୁତ୍ର ଓ ଭାତୃଗଣର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜକୁ ନିଯୁକ୍ତି କର ତହିଁରେ ସଦାପ୍ରଭୁ ଆଜି ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)29 ଆଉ ମୋଶା କହିଥିଲେ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭ୍ରାତୃଗଣର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ। Gade chapit laଓଡିଆ ବାଇବେଲ29 ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।” Gade chapit la |
ଇସ୍ରାଏଲର ଲୋକମାନଙ୍କୁ ଶିକ୍ଷା ଦେଉଥିବା ଓ ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ପବିତ୍ରୀକୃତ ହୋଇଥିବା ଲୋକମାନଙ୍କ ସହିତ ମଧ୍ୟ ଯୋଶିୟ କଥା ହେଲେ। ସେ ସେହି ଲେବୀୟମାନଙ୍କୁ କହିଲେ: “ଶଲୋମନ ଯେଉଁ ମନ୍ଦିର ନିର୍ମାଣ କରିଛନ୍ତି, ତା’ ମଧ୍ୟରେ ପବିତ୍ର ସିନ୍ଦୁକକୁ ରଖ। ଶଲୋମନ ଦାଉଦଙ୍କ ପୁତ୍ର ଥିଲେ। ଦାଉଦ ଇସ୍ରାଏଲର ରାଜା ଥିଲେ। ପୁନର୍ବାର ତୁମ୍ଭମାନଙ୍କ କାନ୍ଧରେ ବୋହି ପବିତ୍ର ସିନ୍ଦୁକକୁ ସ୍ଥାନକୁ ସ୍ଥାନ ନିଅ ନାହିଁ। ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ଲୋକ, ଇସ୍ରାଏଲର ଲୋକମାନଙ୍କର ସେବା କର।