ଯାତ୍ରା ପୁସ୍ତକ 32:5 - ପବିତ୍ର ବାଇବଲ5 ହାରୋଣ ଏହି ସମସ୍ତ ଦେଖିଲେ, ତେଣୁ ହାରୋଣ ଏହାର ସମ୍ମୁଖରେ ଏକ ବେଦି ତିଆରି କଲେ। ଏହା ପରେ ହାରୋଣ ସେଠାରେ ଏକ ଘୋଷଣା କଲେ। ସେ କହିଲେ “ଆସନ୍ତା କାଲି ସଦାପ୍ରଭୁଙ୍କ ସମ୍ମାନାର୍ଥେ ଏକ ଭୋଜି ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି କାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ। Gade chapit laଓଡିଆ ବାଇବେଲ5 ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ, ଏହା ଘୋଷଣା କରାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, “ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ,” ଏହା ଘୋଷଣା କରାଇଲେ। Gade chapit la |
ତେଣୁ ସେମାନେ ବେର୍ଶେବା ସହରଠାରୁ ଦାନ୍ ସହର ପର୍ଯ୍ୟନ୍ତ ଇସ୍ରାଏଲର ପ୍ରତ୍ୟେକ ସ୍ଥାନରେ ଏହା ଘୋଷଣା କଲେ। ସେମାନେ ଲୋକମାନଙ୍କୁ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିବା ପାଇଁ ଯିରୁଶାଲମକୁ ଆସିବାକୁ କହିଲେ। ମୋଶାଙ୍କ ଦତ୍ତ ବ୍ୟବସ୍ଥା ନିୟମରେ ଯେଉଁ ପ୍ରକାର ଭାବେ ନିସ୍ତାରପର୍ବ ପାଳନ କରିବାକୁ କୁହାଯାଇଅଛି, ସେ ପ୍ରକାର ଭାବେ ଇସ୍ରାଏଲର ବହୁତ ସଂଖ୍ୟକ ଲୋକ ଅନେକ ବର୍ଷ ଧରି ପାଳନ କରି ନ ଥିଲେ।