ଯାତ୍ରା ପୁସ୍ତକ 32:6 - ପବିତ୍ର ବାଇବଲ6 ତା’ ପରଦିନ ଅତି ପ୍ରଭାତରୁ ଲୋକମାନେ ଉଠିଲେ। ସେମାନେ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ। ଏହା ପରେ ଲୋକମାନେ ଭୋଜନପାନ କରିବାକୁ ଲାଗିଲେ। ଏହା ପରେ ଲୀଳା କରିବାକୁ ଉଠିଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଲୋକମାନେ ଆର ଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ। Gade chapit laଓଡିଆ ବାଇବେଲ6 ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ। Gade chapit la |
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପରେ ପରିଣତ ହେବ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ୟୁରେ ଯେପରି ଆକୁଳ କ୍ରନ୍ଦନ କରାଯାଏ ସେହିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହେବ।”
ସେମାନେ ଦରିଦ୍ର ଲୋକମାନଙ୍କର ବସ୍ତ୍ର ନିଅନ୍ତି ଏବଂ ସେହି ବସ୍ତ୍ର ଉପରେ ବସି ଯଜ୍ଞବେଦି ନିକଟରେ ପୂଜା କରନ୍ତି। ସେମାନେ ଦରିଦ୍ର ଲୋକମାନଙ୍କୁ ଅର୍ଥ ଋଣ ଆକାରରେ ଧାର ଦିଅନ୍ତି ଏବଂ ଆନୁଷଙ୍ଗିକ ପରି ସେମାନେ ବସ୍ତ୍ରଗୁଡ଼ିକ ନେଇଯାଆନ୍ତି। ସେମାନେ ସେହି ଦରିଦ୍ରମାନଙ୍କ ଉପରେ ଅର୍ଥ ଦଣ୍ତ କରନ୍ତି ଏବଂ ସେହି ଅର୍ଥରେ ଦ୍ରାକ୍ଷାରସ କିଣି ସେମାନଙ୍କର ପରମେଶ୍ୱରଙ୍କ ମନ୍ଦିରରେ ସେବନ କରନ୍ତି।