Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 33:15 - ପବିତ୍ର ବାଇବଲ

15 ଏହା ପରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନ ରହେ, ତେବେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ସେ ତାହାଙ୍କୁ କହିଲେ, ଯେବେ ତୁମ୍ଭର ଶ୍ରୀମୁଖ ମୋʼ ସହିତ ଗମନ ନ କରନ୍ତି, ତେବେ ଏସ୍ଥାନରୁ ଆମ୍ଭମାନଙ୍କୁ ନେଇ ଯାଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏସ୍ଥାନରୁ ଆମ୍ଭମାନଙ୍କୁ ନେଇ ଯାଅ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏହି ସ୍ଥାନରୁ ଆମ୍ଭମାନଙ୍କୁ ନେଇଯାଅ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 33:15
7 Referans Kwoze  

“ହେ ସଦାପ୍ରଭୁ, ଯଦି ତୁମ୍ଭେ ମୋ’ ପ୍ରତି ସଦୟ, ତେବେ ଆମ୍ଭମାନଙ୍କ ସହିତ ଦୟାକରି ଆସ। ମୁଁ ଜାଣେ ଏହି ଲୋକମାନେ ଶକ୍ତଗ୍ରୀବ ଲୋକ। କିନ୍ତୁ ଦୟାକରି ଆମ୍ଭମାନଙ୍କ ପାପ କ୍ଷମା କର! ତୁମ୍ଭର ଲୋକମାନଙ୍କ ପରି ଆମ୍ଭକୁ ଗ୍ରହଣ କର।”


ତେଣୁ ତୁମ୍ଭେମାନେ ସେହି ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ଯାଅ କିନ୍ତୁ ମୁଁ ତୁମ୍ଭ ସହିତ ଯିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବି, ଯେହେତୁ ତୁମ୍ଭେମାନେ ଜି‌ଦ୍‌ଖୋର ଲୋକ।”


ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ? ହେ ସଦାପ୍ରଭୁ, ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।”


ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର। ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।


ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର। ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।


ସେ ସେମାନଙ୍କର ସବୁ ଦୁଃଖରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ। ସେ ସେମାନଙ୍କୁ ନିଜ ପ୍ରେମ ଓ ଦୟାରୁ ମୁକ୍ତ କଲେ ଏବଂ ସେମାନେ ଅତି ପୁରୁଣା ସମୟ ଦେଇ ବହନ କଲେ।


ତନ୍ମଧ୍ୟରୁ ଜଣେ କହିଲା, “ବିନୟ କରୁଛି, ଆପଣ ଆମ୍ଭ ସହିତ ଆସନ୍ତୁ।” ଇଲୀଶାୟ କହିଲେ, “ଭଲ କଥା, ମୁଁ ତୁମ୍ଭମାନଙ୍କ ସହିତ ଯିବି।”


Swiv nou:

Piblisite


Piblisite