ଯାତ୍ରା ପୁସ୍ତକ 33:18 - ପବିତ୍ର ବାଇବଲ18 ଏହା ପରେ ମୋଶା କହିଲେ, “ବର୍ତ୍ତମାନ ତୁମ୍ଭର ମହିମା ମୋତେ ଦେଖାଅ।” Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ସେ କହିଲେ, ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ। Gade chapit laଓଡିଆ ବାଇବେଲ18 ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।” Gade chapit la |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।