ଯାତ୍ରା ପୁସ୍ତକ 33:19 - ପବିତ୍ର ବାଇବଲ19 ଏହା ପରେ ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସମ୍ମୁଖରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବି ଓ ଯାହାକୁ ଦୟାକରେ ତାହାକୁ ଦୟା କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)19 ସେ ଉତ୍ତର କଲେ, ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା। Gade chapit laଓଡିଆ ବାଇବେଲ19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।” Gade chapit la |
ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।