Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 33:8 - ପବିତ୍ର ବାଇବଲ

8 ମୋଶା ବାହାର ହୋଇ ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକେ ଉଠି ନିଜ ନିଜ ତମ୍ବୁ ବାହାରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ସମାଗମ-ତମ୍ବୁରେ ପ୍ରବେଶ ନ କଲେ, ସେପର୍ଯ୍ୟନ୍ତ ସେମାନେ ତାଙ୍କ ପଥକୁ ଅନାଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ଵୁ ନିକଟକୁ ଯିବା ବେଳେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ଵୁ ଦ୍ଵାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ଵୁରେ ପ୍ରବେଶ ନ କଲେ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍ ଅନାଇ ରହିଲେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍‍ ଅନାଇ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍‍ ଅନାଇ ରହିଲେ।

Gade chapit la Kopi




ଯାତ୍ରା ପୁସ୍ତକ 33:8
3 Referans Kwoze  

ଏଥିରେ ଲୋକମାନେ କୋରହ, ଦାଥନ ଓ ଅବୀରାମର ପବିତ୍ର ତମ୍ବୁଠାରୁ ଗ୍ଭଲିଗଲେ। ଦାଥନ ଓ ଅବୀରାମ ବାହାରକୁ ଆସି ନିଜ ନିଜ ସ୍ତ୍ରୀ, ପୁତ୍ର ଓ ପିଲାମାନଙ୍କ ସହିତ ନିଜ ନିଜ ତମ୍ବୁର ଫାଟକରେ ଠିଆ ହେଲେ।


ମୋଶା ତମ୍ବୁ ନେଇ ଛାଉଣିଠାରୁ କିଛି ଦୂରରେ ଅଲଗା ଛାଉଣି ସ୍ଥାପନ କଲେ। ସେ ସେହି ତମ୍ବୁର ନାମ “ସମାଗମ-ତମ୍ବୁ ଦେଲେ।” ଯେଉଁ ଲୋକ ସଦାପ୍ରଭୁଙ୍କ ଇଚ୍ଛା ବିଷୟରେ ଜାଣିବାକୁ ଗ୍ଭହିଁଲେ ତାଙ୍କୁ ସେହି ସମାଗମ-ତମ୍ବୁକୁ ଯିବାକୁ ପଡ଼ିଲା।


ମୋଶା ତମ୍ବୁରେ ପ୍ରବେଶ କରନ୍ତେ ମେଘସ୍ତମ୍ଭ ତମ୍ବୁ ଦ୍ୱାରରେ ଉପସ୍ଥିତ ହେଲା। ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା କଲେ।


Swiv nou:

Piblisite


Piblisite