ଯାତ୍ରା ପୁସ୍ତକ 33:9 - ପବିତ୍ର ବାଇବଲ9 ମୋଶା ତମ୍ବୁରେ ପ୍ରବେଶ କରନ୍ତେ ମେଘସ୍ତମ୍ଭ ତମ୍ବୁ ଦ୍ୱାରରେ ଉପସ୍ଥିତ ହେଲା। ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ କଥାବାର୍ତ୍ତା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଉତ୍ତାରେ ମୋଶା ତମ୍ଵୁରେ ପ୍ରବେଶ କରନ୍ତେ, ମେଘ ସ୍ତମ୍ଭ ଓହ୍ଲାଇ ତମ୍ଵୁ ଦ୍ଵାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ। Gade chapit laଓଡିଆ ବାଇବେଲ9 ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘ ସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ। Gade chapit la |