ଯାତ୍ରା ପୁସ୍ତକ 34:14 - ପବିତ୍ର ବାଇବଲ14 ଅନ୍ୟ କୌଣସି ଦେବତାର ଉପାସନା କର ନାହିଁ, କାରଣ ମୋର ନାମ ଯିହୋବାଃ, ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ, ମୁଁ ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର। Gade chapit laପବିତ୍ର ବାଇବଲ (Re-edited) - (BSI)14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ଵଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ଵଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି,। Gade chapit laଓଡିଆ ବାଇବେଲ14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। Gade chapit la |
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।
ତା'ପରେ ସଦାପ୍ରଭୁ ଇସ୍ରାଏଲକୁ ଆଘାତ କରିବେ। ଇସ୍ରାଏଲୀୟମାନେ ପାଣି ଭିତରେ ଥରୁଥିବା ଘାସ ପରି ଥରିବେ। ପୁଣି ସେମାନଙ୍କ ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁ ଏହି ଯେଉଁ ଉତ୍ତମ ଦେଶ ଦେଇଥିଲେ, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ଫରାତ୍ ନଦୀ ଆରପାରିକୁ ଛିନ୍ନଭିନ୍ନ କରିବେ। ଏହା ଘଟିବାର କାରଣ ହେଉଛି ସେମାନେ ନିଜ ପାଇଁ ଆଶେରା ସ୍ତମ୍ଭମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।