ଯାତ୍ରା ପୁସ୍ତକ 34:16 - ପବିତ୍ର ବାଇବଲ16 ତୁମ୍ଭେମାନେ ସେମାନଙ୍କର କନ୍ୟାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ୟାଗଣ ସେମାନଙ୍କର ଦେବଗଣମାନଙ୍କର ଅନୁଗାମୀ ହୋଇଥିବେ। ସେମାନେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦେବତାମାନଙ୍କର ଅନୁଗାମୀ କରାଇ ପାରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ। Gade chapit laଓଡିଆ ବାଇବେଲ16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ। Gade chapit la |
ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଓ ଘଉଡ଼ାଇ ଦେବାରେ ତୁମ୍ଭର ପକ୍ଷ ହେବେ ନାହିଁ। ଏହି ଲୋକମାନେ ତୁମ୍ଭ ପାଇଁ ଏକ ଫାଶ ପରି ହେବେ। ସେମାନେ ତୁମ୍ଭ ପିଠି ପାଇଁ ଗ୍ଭବୁକ୍ ପରି ଓ ତୁମ୍ଭ ଆଖି ପାଇଁ କଣ୍ଟା ପରି ହେବେ। ଯେପର୍ଯ୍ୟନ୍ତ ତୁମ୍ଭେ ସେହି ଉତ୍ତମ ଦେଶ ଛାଡ଼ିବା ପାଇଁ ବାଧ୍ୟ ନ ହୋଇଛ, ଯାହା ସଦାପ୍ରଭୁ ତୁମ୍ଭଙ୍କୁ ଦେଇଥିଲେ।
ଏଣୁ ହେ ଇସ୍ରାଏଲର ଲୋକମାନେ ତୁମ୍ଭର ସନ୍ତାନମାନଙ୍କୁ ସେମାନଙ୍କର ସନ୍ତାନମାନଙ୍କ ସହିତ ବିବାହ ଦିଅ ନାହିଁ। କିମ୍ବା ସେମାନଙ୍କ ଶାନ୍ତି ଓ ସୌଭାଗ୍ୟ ପାଇଁ କଦାପି ଚେଷ୍ଟା କର ନାହିଁ। ତହିଁରେ ତୁମ୍ଭେମାନେ ବଳବାନ ହେବ। ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସବୁଦିନ ପାଇଁ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ। ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞା ପରିତ୍ୟାଗ କରିଅଛୁ।’
ଗିଦିୟୋନ ଏହିସବୁ ସୁବର୍ଣ୍ଣରେ ଏକ ଏଫୋଦ ତିଆରି କଲେ। ସେ ଏହାକୁ ସେମାନଙ୍କ ନଗର ଅଫ୍ରାରେ ରଖିଲେ। ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ସେହି ଏଫୋଦକୁ ଉପାସନା କଲେ। ଏହିପରି ଭାବରେ, ଏଫୋଦକୁ ଉପାସନା କରି ଇସ୍ରାଏଲବାସୀ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱାସୀ ହେଲେ। ଏହି ଏଫୋଦ ଗିଦିୟୋନଙ୍କ ଓ ତାଙ୍କ ପରିବାର ପ୍ରତି ଏକ ଫାନ୍ଦ ସ୍ୱରୂପ ହେଲା, ଯାହାକି ସେମାନଙ୍କର ପାପର କାରଣ ହେଲା।