Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:2 - ପବିତ୍ର ବାଇବଲ

2 ଆଉ ତୁମ୍ଭେ ଆସନ୍ତାକାଲି ପ୍ରଭାତ ପାଇଁ ପ୍ରସ୍ତୁତ ହୁଅ ଏବଂ ପ୍ରଭାତରେ ସୀନୟ ପର୍ବତକୁ ଆସ ଏବଂ ମୋ’ ଉପସ୍ଥିତିରେ ପର୍ବତର ଶୀର୍ଷରେ ଛିଡ଼ା ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃ-କାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।

Gade chapit la Kopi

ଓଡିଆ ବାଇବେଲ

2 ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।

Gade chapit la Kopi




ଯାତ୍ରା ପୁସ୍ତକ 34:2
6 Referans Kwoze  

ଏହା ପରେ ସଦାପ୍ରଭୁ ପର୍ବତ ଉପରେ ଅବତରଣ କଲାପରେ ସେ ମୋଶାଙ୍କୁ ପର୍ବତ ଉପରକୁ ଡାକିଲେ। ତେଣୁ ମୋଶା ପର୍ବତ ଉପରକୁ ଚଢ଼ିଲେ।


“ଏହିପରି ମୁଁ, ମୁହଁ ମାଡ଼ି ଗ୍ଭଳିଶ୍ ଦିନ ଗ୍ଭଳିଶ୍ ରାତି ସଦାପ୍ରଭୁଙ୍କ ସମ୍ମୁଖରେ ପଡ଼ି ରହିଲି। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।


ଏବଂ ତୃତୀୟ ଦିନ ପାଇଁ ପ୍ରସ୍ତୁତ ହୋଇ ରହିବେ କାରଣ ଏହି ଦିନ ଆମ୍ଭେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବୁ। ଏବଂ ସମସ୍ତ ଲୋକେ ମୋତେ ଦେଖି ପାରିବେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”


ସଦାପ୍ରଭୁ ମୋଶାଙ୍କୁ କହିଲେ, “ଓହ୍ଲାଇ ଯାଅ। ତୁମ୍ଭେ ହାରୋଣ ସହିତ ଆରୋହଣ କରିବ। ମାତ୍ର ଦେଖ, ଯାଜକଗଣ ଓ ଲୋକମାନେ ଯେପରି ସୀମା ଅତିକ୍ରମ ନ କରନ୍ତି, ନ ହେଲେ ମୁଁ ସେମାନଙ୍କୁ ଦଣ୍ଡ ଦେବି।”


ସୀନୟ ପର୍ବତ ଧୂଆଁରେ ପରିପୂର୍ଣ୍ଣ ଥିଲା। ଚିମିନିରୁ ଧୂଆଁ ବାହାରିଲା ପରି ପର୍ବତରୁ ଧୂଆଁ ବାହାରୁଥିଲା। ଏପରି ଘଟିଲା କାରଣ ସଦାପ୍ରଭୁ ଅଗ୍ନି ବାହନରେ ପର୍ବତରେ ଅବତରଣ କରିଥିଲେ। ପର୍ବତଟି କମ୍ପନ କରିବାକୁ ଲାଗିଲା।


Swiv nou:

Piblisite


Piblisite