ଯାତ୍ରା ପୁସ୍ତକ 34:23 - ପବିତ୍ର ବାଇବଲ23 “ତିନିଥର ପ୍ରତ୍ୟେକ ବର୍ଷ ତୁମ୍ଭମାନଙ୍କର ସମସ୍ତ ପୁରୁଷ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବେ। Gade chapit laଓଡିଆ ବାଇବେଲ23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ। Gade chapit la |
“ମାତ୍ର ନିରୂପିତ ପର୍ବଦିନମାନଙ୍କରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାର ପଥଦେଇ ଆସିବ, ସେ ଦକ୍ଷିଣ ଦ୍ୱାର ପଥଦେଇ ବାହାରି ଯିବ। ଆଉ ଯେଉଁ ଲୋକ ଦକ୍ଷିଣ ଦ୍ୱାର ପଥ ଦେଇ ଭିତରକୁ ପ୍ରବେଶ କରିବ, ସେ ଉତ୍ତର ଦ୍ୱାର ପଥଦେଇ ବାହାରି ଯିବ। ମାତ୍ର କେହି ଯେଉଁ ଦ୍ୱାର ଦେଇ ଆସିବେ ସେହି ଦ୍ୱାର ଦେଇ ଫେରିବେ ନାହିଁ। ଆଉ ନିଜ ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।