ଯାତ୍ରା ପୁସ୍ତକ 34:32 - ପବିତ୍ର ବାଇବଲ32 ଏହା ପରେ ଇସ୍ରାଏଲର ସମସ୍ତ ଲୋକେ ମୋଶାଙ୍କ ନିକଟକୁ ଆସିଲେ। ଏହା ପରେ ମୋଶା ସେମାନଙ୍କୁ ସଦାପ୍ରଭୁଙ୍କର ନିର୍ଦ୍ଦେଶ ଦେଲେ ଯାହା ସୀନୟ ପର୍ବତରେ ସଦାପ୍ରଭୁ ମୋଶାଙ୍କୁ କହିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେ ଯେ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ। Gade chapit laଓଡିଆ ବାଇବେଲ32 ତହିଁ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ। Gade chapit la |