Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 34:8 - ପବିତ୍ର ବାଇବଲ

8 ଏହା ପରେ ମୋଶା ତ‌ତ୍‌କ୍ଷଣାତ୍ ଭୂମିଷ୍ଠ ହୋଇ ସଦାପ୍ରଭୁଙ୍କର ଉପାସନା କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ମୋଶା ଶୀଘ୍ର ଭୂମିରେ ନତମସ୍ତକ ହୋଇ ପ୍ରଣାମ କରି କହିଲେ,

Gade chapit la Kopi

ଓଡିଆ ବାଇବେଲ

8 ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,

Gade chapit la Kopi




ଯାତ୍ରା ପୁସ୍ତକ 34:8
5 Referans Kwoze  

ଲୋକମାନେ ମଧ୍ୟ ବିଶ୍ୱାସ କଲେ ଯେ ପରମେଶ୍ୱର ମୋଶାଙ୍କୁ ପଠାଇଛନ୍ତି। ଯେତେବେଳେ ଇସ୍ରାଏଲୀୟମାନେ ଶୁଣିଲେ ଯେ, ପରମେଶ୍ୱର ସେମାନଙ୍କର ଅସୁବିଧା ଦେଖିଛନ୍ତି ଏବଂ ସେମାନଙ୍କ ପାଇଁ ଦୁଃଖ କଲେ। ସେମାନେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।


ଯିହୋଶାଫଟ୍ ତଳକୁ ମୁହଁ କରି ମଥା ନତ କଲେ। ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୁଶାଲମବାସୀମାନେ ସମସ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ମଥାନତ କଲେ। ଆଉ ସେମାନେ ସମସ୍ତେ ସଦାପ୍ରଭୁଙ୍କର ସେବା କଲେ।


ତହିଁରେ ଅବ୍ରାମ ପରମେଶ୍ୱରଙ୍କଠାରେ ମଥାନତ କଲେ। ପରମେଶ୍ୱର ତାଙ୍କୁ କହିଲେ,


ସଦାପ୍ରଭୁ କୁହନ୍ତି, “‘ତୁମ୍ଭେମାନେ ମିଶର ପରିତ୍ୟାଗ କଲାବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ଚୁକ୍ତି କରିଥିଲୁ। ଆମ୍ଭେ ଆପଣା ପ୍ରତିଜ୍ଞା ରକ୍ଷା କରିଅଛୁ। ଆମ୍ଭର ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଛି। ତେଣୁ ଭୟ କର ନାହିଁ।’


ଏହା ପରେ ଯୋଷେଫ ପିତାଙ୍କର କୋଳରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ।


Swiv nou:

Piblisite


Piblisite