Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 35:3 - ପବିତ୍ର ବାଇବଲ

3 ତୁମ୍ଭେମାନେ ବିଶ୍ରାମ ଦିନରେ କୌଣସି ବାସଗୃହରେ ଅଗ୍ନି ଜାଳିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେମାନେ ବିଶ୍ରାମଦିନରେ ଆପଣାମାନଙ୍କ କୌଣସି ବାସସ୍ଥାନରେ ଅଗ୍ନି ଜାଳିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେମାନେ ବିଶ୍ରାମଦିନରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେମାନେ ବିଶ୍ରାମବାରରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।”

Gade chapit la Kopi




ଯାତ୍ରା ପୁସ୍ତକ 35:3
9 Referans Kwoze  

ମୋଶା ସେମାନଙ୍କୁ କହିଲେ, “ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତାକାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ। ତୁମ୍ଭେମାନେ ଆଜି ଯେତିକି ଖାଦ୍ୟ ଦରକାର କରୁଛ ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କର।”


ଏହି ପର୍ବର ପ୍ରଥମ ଦିନ ଓ ଶେଷ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ତୁମ୍ଭେମାନେ ସେହି ଦିନ କିଛି କରିବା ଉଚିତ୍ ନୁହେଁ। କେବଳ ତୁମ୍ଭେମାନେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ।


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫେରାଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ, ଆଉ ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ;


ଛଅ ଦିନରେ ଆପଣାର ସମସ୍ତ କର୍ମ କରିବ।


“ଛଅ ଦିନ ଧରି କାର୍ଯ୍ୟ କର ଏବଂ ସପ୍ତମ ଦିନରେ ବିଶ୍ରାମ କର। ଏପରି ମଧ୍ୟ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ୟ ଏପରି କରିବ। ସେମାନଙ୍କ ପାଇଁ ସପ୍ତମ ଦିନଟି ବିଶ୍ରାମ ଦେବ।


ଏକ ସପ୍ତାହରେ ଛଅ ଦିନ କାର୍ଯ୍ୟ କରାଯିବ ଏବଂ ସପ୍ତମ ଦିନରେ ବିଶ୍ରାମ କରିବ। ଏହି ଦିନଟି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଦିନ ଅଟେ। ଏହି ପବିତ୍ର ବିଶ୍ରାମ ଦିନରେ ଯେକେହି କାର୍ଯ୍ୟ କରେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ।


ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କ ସମଗ୍ର ସଭାରେ ଏହା କହିଲେ, “ସଦାପ୍ରଭୁ ଏହିସବୁ ଆଜ୍ଞା ଦେଇଛନ୍ତି।


“ଛଅ ଦିନ କାମ କରାଯିବ, ମାତ୍ର ସପ୍ତମ ଦିନ, ବିଶ୍ରାମ ଦିନ। ଅର୍ଥାତ୍ ପବିତ୍ର ସଭା ହେବ। ତୁମ୍ଭେମାନେ କୌଣସି ପ୍ରକାର କର୍ମ କରିବ ନାହିଁ। ତାହା ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ଦିନ ହେବ।


Swiv nou:

Piblisite


Piblisite