Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:10 - ପବିତ୍ର ବାଇବଲ

10 ସେମାନେ ପଞ୍ଚ ଯବନିକା ଏକତ୍ର କରି ଯୋଗ କଲେ ଏବଂ ଅନ୍ୟ ପଞ୍ଚ ଯବନିକା ମଧ୍ୟ ଏକତ୍ର କରି ଯୋଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 36:10
15 Referans Kwoze  

ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହେବା ପାଇଁ ଯାଉଛୁ, ସେମାନେ ମଧ୍ୟ ଏହିଭଳି ଭାବିବା ଦରକାର। ଯଦି ଏଥିରେ କୌଣସି କଥାରେ ତୁମ୍ଭର ଭିନ୍ନ ମତ ଥାଏ, ତା'ହେଲେ ପରମେଶ୍ୱର ତୁମ୍ଭ ପାଇଁ ଏହାକୁ ମଧ୍ୟ ସ୍ପଷ୍ଟ କରିଦେବେ।


ଯଦି ଏଗୁଡ଼ିକ ତୁମ୍ଭଠାରେ ଅଛି, ତା'ହେଲେ ମୋ’ ପାଇଁ କିଛି କର ବୋଲି ମୁଁ ଗ୍ଭହେଁ, ଏହା ମୋତେ ଅତ୍ୟନ୍ତ ଆନନ୍ଦିତ କରିବ। ମୁଁ ଗ୍ଭହେଁ ଯେ ତୁମ୍ଭେମାନେ ଏକମନା ହୋଇ ସମ ବିଷୟରେ ବିଶ୍ୱାସ ଦ୍ୱାରା ସଂଯୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ରେମଭାବ ରଖ ଏବଂ ଏକ ଆତ୍ମାରେ ଏବଂ ସମ ଉଦ୍ଦେଶ୍ୟରେ ଏକତ୍ର ବାସ କର।


ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହୋଇଅଛି। ସେ ସମସ୍ତ ବିଷୟ ପ୍ରତ୍ୟେକ ଉପାୟରେ ସମ୍ପୂର୍ଣ୍ଣ କରନ୍ତି।


ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଶରୀର ଅଟ। ତୁମ୍ଭେମାନେ ପ୍ରତ୍ୟେକ ସେହି ଶରୀରର ଅଙ୍ଗ।


ତେଣୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, କିନ୍ତୁ ଶରୀର ଗୋଟିଏ।


ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।


ଯେତେବେଳେ ପେଣ୍ଟିକଷ୍ଟ ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ।


ତା'ପରେ ଆମ୍ଭେ ଅନ୍ୟ ଦେଶର ଲୋକମାନଙ୍କୁ ଏପରି ପରିବର୍ତ୍ତନ କରିବା ଯେ ସେମାନେ ସ୍ପଷ୍ଟ ଭାବରେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବେ। ସେମାନେ ସମସ୍ତେ ଏକତ୍ରିତ ହୋଇ ଆମ୍ଭକୁ ଉପାସନା କରିବେ।


ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।


ଯିରୁଶାଲମ ସହର ଭଳି ତିଆରି ହୋଇଅଛି, ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।


ଦୁଇଭାଗ କରି କପଡ଼ାଗୁଡ଼ିକ ଗଣ୍ଠିଲିରେ ଏକତ୍ରିତ କର। ପ୍ରତ୍ୟେକ ଗଣ୍ଠିଲିରେ ପାଞ୍ଚ ଖଣ୍ଡ କପଡ଼ା ରଖି ଗୋଟିଏକୁ ଅନ୍ୟ ଗୋଟିଏ ସହିତ ଯୋଡ଼ିଦିଅ।


ପ୍ରତ୍ୟେକ ଯବନିକା ଅଠେଇଶ ହାତ ଲମ୍ବ, ଗ୍ଭରି ହାତ ପ୍ରସ୍ଥ ଏବଂ ପ୍ରତ୍ୟେକ ଯବନିକା ସମପରିମାଣର ଥିଲା।


ସେମାନେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ଯୋଡ଼ ସ୍ଥାନର ଦ୍ୱିତୀୟ ଅନ୍ୟ ଯବନିକାର ଧଡ଼ିରେ ଏକାପରି କାର୍ଯ୍ୟମାନ କଲେ।


Swiv nou:

Piblisite


Piblisite