Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:11 - ପବିତ୍ର ବାଇବଲ

11 ସେମାନେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ଯୋଡ଼ ସ୍ଥାନର ଦ୍ୱିତୀୟ ଅନ୍ୟ ଯବନିକାର ଧଡ଼ିରେ ଏକାପରି କାର୍ଯ୍ୟମାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ତିଘରା କଲେ; ଯୋଡ଼ସ୍ଥାନର ଦ୍ଵିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।

Gade chapit la Kopi

ଓଡିଆ ବାଇବେଲ

11 ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ସେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 36:11
3 Referans Kwoze  

ଉଭୟ ପ୍ରକାର ପରଦା ଗୁଡ଼ିକର ଧଡ଼ି ଝାଲେରି କାର୍ଯ୍ୟ ପାଇଁ ନୀଳ ବସ୍ତ୍ର ବ୍ୟବହାର କର।


ସେମାନେ ପଞ୍ଚ ଯବନିକା ଏକତ୍ର କରି ଯୋଗ କଲେ ଏବଂ ଅନ୍ୟ ପଞ୍ଚ ଯବନିକା ମଧ୍ୟ ଏକତ୍ର କରି ଯୋଗ କଲେ।


ସେମାନେ ପ୍ରଥମ ଯବନିକାର ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା ଓ ଯୋଡ଼ା ସ୍ଥାନରେ ଦ୍ୱିତୀୟ ଯବନିକାର ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କଲେ। ସେହି ଘୁଣ୍ଡିଘରା ସବୁ ପରସ୍ପର ସମ୍ମୁଖୀନ ରହିଥିଲା।


Swiv nou:

Piblisite


Piblisite