Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:12 - ପବିତ୍ର ବାଇବଲ

12 ସେମାନେ ପ୍ରଥମ ଯବନିକାର ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା ଓ ଯୋଡ଼ା ସ୍ଥାନରେ ଦ୍ୱିତୀୟ ଯବନିକାର ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କଲେ। ସେହି ଘୁଣ୍ଡିଘରା ସବୁ ପରସ୍ପର ସମ୍ମୁଖୀନ ରହିଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା ଓ ଯୋଡ଼ସ୍ଥାନର ଦ୍ଵିତୀୟ ଯବନିକାର ଧଡ଼ିରେ ପଚାଶ ଘୁଣ୍ତିଘରା କଲେ; ସେହି ଘୁଣ୍ତିଘରାସବୁ ପରସ୍ପର ସମ୍ମୁଖୀନ ରହିଲା।

Gade chapit la Kopi

ଓଡିଆ ବାଇବେଲ

12 ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।

Gade chapit la Kopi




ଯାତ୍ରା ପୁସ୍ତକ 36:12
4 Referans Kwoze  

ପ୍ରଥମ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ଯୋଡ଼ ସ୍ଥାନର ଦ୍ୱିତୀୟ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ସେହି ଦୁଇ ଘୁଣ୍ଡିଘରା ଶ୍ରେଣୀରେ ପରସ୍ପର ସମ୍ମୁଖୀନ ରହିବ।


ଯୋଡ଼ ସ୍ଥାନରେ ପ୍ରଥମ ଅନ୍ୟ କପଡ଼ା ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ। ଦ୍ୱିତୀୟ କପଡ଼ା ବିଭାଗର ଯୋଡ଼ ସ୍ଥାନରେ ଧଡ଼ିରେ ପଗ୍ଭଶ୍ ଘୁଣ୍ଡିଘରା କରିବ।


ଉଭୟ ପ୍ରକାର ପରଦା ଗୁଡ଼ିକର ଧଡ଼ି ଝାଲେରି କାର୍ଯ୍ୟ ପାଇଁ ନୀଳ ବସ୍ତ୍ର ବ୍ୟବହାର କର।


ସେମାନେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଘୁଣ୍ଡିଘରା କଲେ। ଯୋଡ଼ ସ୍ଥାନର ଦ୍ୱିତୀୟ ଅନ୍ୟ ଯବନିକାର ଧଡ଼ିରେ ଏକାପରି କାର୍ଯ୍ୟମାନ କଲେ।


Swiv nou:

Piblisite


Piblisite