Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:22 - ପବିତ୍ର ବାଇବଲ

22 ପ୍ରତ୍ୟେକ ଢାଞ୍ଚା ସମାନ ଆକାରର ଦୁଇଟି ଖିଲ ଥିଲା। ପରସ୍ପର ଅନୁରୂପ ଦୁଇ ଦୁଇ ଫୁଟ୍ ଥିଲା। ଏହିପରି ସେମାନେ ତମ୍ବୁ ନିମନ୍ତେ ଢାଞ୍ଚା ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।

Gade chapit la Kopi

ଓଡିଆ ବାଇବେଲ

22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 36:22
3 Referans Kwoze  

ତକ୍ତାର ଦୁଇପାଖ ଦୁଇଟି ଖିଲ ଦ୍ୱାରା ଯୋଡ଼ି ଦିଅ। ପବିତ୍ର ତମ୍ବରୁ କାଠର ତକ୍ତାଗୁଡ଼ିକ ସମାନ ଆକାରର ହେବା ଉଚିତ୍।


ପ୍ରତ୍ୟେକ ପଟାର ଲମ୍ବ ଦଶ ହାତ ଓ ପ୍ରସ୍ଥ ଦେଢ଼ ହାତ ଥିଲା।


ସେମାନେ ପବିତ୍ର ତମ୍ବୁ ନିମନ୍ତେ କୋଡ଼ିଏଟି ପଟା ଦକ୍ଷିଣପଟ ପାଇଁ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite