Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:3 - ପବିତ୍ର ବାଇବଲ

3 ମୋଶା ଏହି ସମସ୍ତ ଲୋକମାନଙ୍କୁ ଲୋକମାନଙ୍କର ଦାତବ୍ୟ ଦ୍ରବ୍ୟମାନ ଦେଲେ ଏବଂ ସେମାନେ ସେହି ଦ୍ରବ୍ୟଗୁଡ଼ିକ ବ୍ୟବହାର କରି ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ତିଆରି କଲେ। ଲୋକମାନେ ପ୍ରତି ପ୍ରଭାତରେ ଉପହାରମାନ ଆଣି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ରଚନା କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ଵେଚ୍ଛାରେ ଆହୁରି ଉପହାର ଆଣିଲେ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।

Gade chapit la Kopi




ଯାତ୍ରା ପୁସ୍ତକ 36:3
11 Referans Kwoze  

ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ ଯେଉଁମାନଙ୍କର ହୃଦୟ ସେମାନଙ୍କୁ ଉଦାର କଲା, ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ଦେଇଥିବା ଆଜ୍ଞାନୁସାରେ କାର୍ଯ୍ୟ ପାଇଁ ଉପହାର ଆଣିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଆଣିଲେ।


ହେ ଦାଉଦବଂଶ, ସଦାପ୍ରଭୁ ଏହିକଥା କହନ୍ତି, “‘ତୁମ୍ଭେମାନେ ପ୍ରଭାତରେ ସୁବିବେଚନା କର। ଅପରାଧୀଙ୍କ ହସ୍ତରୁ ଲୁଣ୍ଠିତ ଲୋକମାନଙ୍କୁ ଉଦ୍ଧାର କର। ତାହା ନ ହେଲେ ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଷ୍ଟାଚରଣ ଯୋଗୁଁ ଆମ୍ଭ ପ୍ରଚଣ୍ଡ କ୍ରୋଧାଗ୍ନିରେ ଭସ୍ମୀଭୂତ ହେବ ଓ କେହି ତାହାକୁ ନିର୍ବାଣ କରି ପାରିବେ ନାହିଁ।’


ମୋର ପ୍ରଭୁ ସଦାପ୍ରଭୁ ମୋତେ ଶିକ୍ଷା ଦେଇଛନ୍ତି ମୁଁ ଯେପରି କ୍ଳାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରି ପାରିବି, ସେ ପ୍ରତି ପ୍ରଭାତରେ ମୋତେ ଜାଗ୍ରତ କରାନ୍ତି ଓ ବିଦ୍ୟାର୍ଥୀପରି ଶୁଣିବା ପାଇଁ ମୋର କର୍ଣ୍ଣକୁ ଜାଗ୍ରତ କରାନ୍ତି।


ମୋ’ ମାଧ୍ୟମରେ ରାଜାମାନେ ରାଜତ୍ୱ କରନ୍ତି। ଶାସନକର୍ତ୍ତାମାନେ ମୋ’ ଦ୍ୱାରା ଯଥାର୍ଥ ବିଗ୍ଭର କରନ୍ତି।


ମୁଁ ଦୁଷ୍ଟମାନଙ୍କୁ ସଦାପ୍ରଭୁଙ୍କ ସହରରୁ ତଡ଼ିଦେବି, ପ୍ରତ୍ୟେକ ଦିନ ମୁଁ ଅଧର୍ମାଗ୍ଭରୀ ଲୋକମାନଙ୍କୁ ବିନାଶ କରିବି।


ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।


ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି ଆଣିଲେ।


ତା'ପରେ ମୋଶା ବତ୍ସଲେଲ ଏବଂ ଅହଲୀୟାବ ପ୍ରତ୍ୟେକ ନିପୁଣ ଲୋକମାନଙ୍କୁ ଡାକିଲେ। ଯେଉଁମାନଙ୍କୁ ସଦାପ୍ରଭୁ କାର୍ଯ୍ୟ କରିବାକୁ କୌଶଳ ଓ ଅତିଶୟ ଦକ୍ଷତା ଦେଇଛନ୍ତି।


ଶେଷରେ, ପବିତ୍ର ସ୍ଥାନର ନିପୁଣ କର୍ମକର୍ତ୍ତାଗଣ କାର୍ଯ୍ୟ ଛାଡ଼ି ମୋଶାଙ୍କ ନିକଟକୁ କହିବା ପାଇଁ ଗଲେ।


ଆଉ ମଧ୍ୟ ଦ୍ରାକ୍ଷାରସର ଫେଣର ନୈବେଦ୍ୟ ପାଇଁ ଧନ୍ୟବାଦ ଦିଅ। ଏହି ସ୍ୱେଚ୍ଛାଦତ୍ତ ନୈବେଦ୍ୟ ବିଷୟରେ ପ୍ରତ୍ୟେକଙ୍କୁ ଜଣାଅ। ହେ ଇସ୍ରାଏଲୀୟ, ତୁମ୍ଭେ ଏହିସବୁ କାର୍ଯ୍ୟ କରିବାକୁ ଭଲ ପାଉଛ।” ସଦାପ୍ରଭୁ ଏହା ହିଁ କହିଲେ।


Swiv nou:

Piblisite


Piblisite