ଯାତ୍ରା ପୁସ୍ତକ 36:6 - ପବିତ୍ର ବାଇବଲ6 ଏହା ପରେ ମୋଶା ଏହି ସମ୍ବାଦ ଛାଉଣି ମଧ୍ୟରେ ପ୍ରଗ୍ଭର କଲେ, “ପୁରୁଷ କିମ୍ବା ସ୍ତ୍ରୀ ଆଉ କୌଣସି ଉପହାର ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ପାଇଁ ଆଣନ୍ତୁ ନାହିଁ।” ତେଣୁ ଲୋକମାନେ ବାଧ୍ୟ ହେଲେ ଆଉ ଉପହାର ନ ଦେବା ପାଇଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ। Gade chapit laଓଡିଆ ବାଇବେଲ6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ। Gade chapit la |