Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 36:9 - ପବିତ୍ର ବାଇବଲ

9 ପ୍ରତ୍ୟେକ ଯବନିକା ଅଠେଇଶ ହାତ ଲମ୍ବ, ଗ୍ଭରି ହାତ ପ୍ରସ୍ଥ ଏବଂ ପ୍ରତ୍ୟେକ ଯବନିକା ସମପରିମାଣର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପ୍ରତ୍ୟେକ ଯବନିକା ଅଠାଇଶ୍ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।

Gade chapit la Kopi

ଓଡିଆ ବାଇବେଲ

9 ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 36:9
2 Referans Kwoze  

ଏହା ପରେ ସେହି ନିପୁଣ କାରିଗରଗଣ ବଳାଶୁଭ୍ର କ୍ଷୋମସୂତ୍ର ଓ ନୀଳ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ତମ୍ବୁର ଦଶ ଯବନିକା ପ୍ରସ୍ତୁତ କଲେ। ଏବଂ ତାହା ମଧ୍ୟରେ ଶିଳ୍ପ କର୍ମରେ କିରୂବ ଦୂତଗଣର ଆକୃତି କଲେ।


ସେମାନେ ପଞ୍ଚ ଯବନିକା ଏକତ୍ର କରି ଯୋଗ କଲେ ଏବଂ ଅନ୍ୟ ପଞ୍ଚ ଯବନିକା ମଧ୍ୟ ଏକତ୍ର କରି ଯୋଗ କଲେ।


Swiv nou:

Piblisite


Piblisite