Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:12 - ପବିତ୍ର ବାଇବଲ

12 ତା'ପରେ ସେ ମେଜ ଗ୍ଭରିପାଖ ଏକ ହାତ, ଓସାର ବିଶିଷ୍ଟ ଏକ ଢାଞ୍ଚା ତିଆରି କଲେ ଓ ଢାଞ୍ଚାର ଗ୍ଭରିପଟେ ସୁବର୍ଣ୍ଣର ବଳୟ ତିଆରି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:12
3 Referans Kwoze  

ଏହା ପରେ ମେଜର ଚତୁର୍ପାର୍ଶ୍ୱରେ ଏକ ହାତ ଓସାରର ଏକ ତକ୍ତା ତିଆରି କର ଏବଂ ଏକ ସୁବର୍ଣ୍ଣର କାନ୍ଥ ଲଗାଅ।


ସେ ସେହି ମେଜକୁ ଶୁଦ୍ଧ ସୁବର୍ଣ୍ଣରେ ଆଚ୍ଛାଦନ କଲେ ଏବଂ ଟେବୁଲ ଗ୍ଭରିପାଖରେ ଶୁଦ୍ଧ ସୁବର୍ଣ୍ଣର କାନ୍ଥ ତିଆରି କଲେ।


ଏହା ପରେ ସେମାନେ ମେଜର ଚତୁର୍ଦ୍ଦିଗରେ ଗ୍ଭରିଟା ସୁବର୍ଣ୍ଣର କଳିକା ଲଗାଇଲେ, ଯେଉଁ ଦିଗରେ ମେଜର ଗୋଡ଼ଗୁଡ଼ିକ ଥିଲା।


Swiv nou:

Piblisite


Piblisite