Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:15 - ପବିତ୍ର ବାଇବଲ

15 ସେହି ମେଜକୁ ବହିବା ପାଇଁ ଶିଟୀମ୍ କାଠରେ ସାଙ୍ଗୀ ତିଆରି କଲେ ଓ ସେଗୁଡ଼ିକୁ ସୁବର୍ଣ୍ଣରେ ଆଚ୍ଛାଦିତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:15
3 Referans Kwoze  

ରକ୍ତୀକୃତ ମେଷଚର୍ମ, ଶିଶୁକଚର୍ମ ଓ ଶିଟୀମ୍ କାଷ୍ଠ।


ସେ ସେହି ସୁବର୍ଣ୍ଣର କଡ଼ାଗୁଡ଼ିକ ପାଖ ଢାଞ୍ଚା ପାଖାପାଖି ଲାଗି ଥିଲା। ଏହି କଡ଼ା ମଧ୍ୟରେ ପୁରାଇଥିବା ସାଙ୍ଗୀ ଦ୍ୱାରା ବୁହା ଯାଉଥିଲା।


ତା'ପରେ ସେ ଥାଳି, ଗ୍ଭମଚ, ଗରା, ଗଡ଼ୁ ସବୁକୁ ସୁବର୍ଣ୍ଣରେ ତିଆରି କଲେ। ସେହି ଗରା ଓ ଗଡ଼ୁସବୁ ପେୟନୈବେଦ୍ୟ ଢାଳିବାରେ ବ୍ୟବହୃତ ହୁଏ।


Swiv nou:

Piblisite


Piblisite