Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:16 - ପବିତ୍ର ବାଇବଲ

16 ତା'ପରେ ସେ ଥାଳି, ଗ୍ଭମଚ, ଗରା, ଗଡ଼ୁ ସବୁକୁ ସୁବର୍ଣ୍ଣରେ ତିଆରି କଲେ। ସେହି ଗରା ଓ ଗଡ଼ୁସବୁ ପେୟନୈବେଦ୍ୟ ଢାଳିବାରେ ବ୍ୟବହୃତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀଓ ଚମସ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

16 ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍‍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍‍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:16
8 Referans Kwoze  

ଗୋଟିଏ ବଡ଼ ଘରେ ସୁନା ଓ ରୂପାର ଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ୟ ଥାଏ। କେତେକ ଜିନିଷ ବିଶେଷ ଉଦ୍ଦେଶ୍ୟ ପାଇଁ ବ୍ୟବହାର ହୁଏ। କେତେକ ଜିନିଷ ନୀଚ କାର୍ଯ୍ୟ ପାଇଁ ବ୍ୟବହାର ହୁଏ।


ମାତ୍ର ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ମୁଦ୍ରାରେ ଗୃହ ନିମନ୍ତେ ରୌପ୍ୟ ପାତ୍ର, କତୁରୀ, କୁଣ୍ତ, ତୂରୀ, କୌଣସି ସୁବର୍ଣ୍ଣ ପାତ୍ର କିମ୍ବା ରୌପ୍ୟପାତ୍ର ନିର୍ମାଣ କଲେ ନାହିଁ। ସଦାପ୍ରଭୁଙ୍କ ମନ୍ଦିର ମରାମତି ପାଇଁ କୁଶଳ ଶ୍ରମିକମାନଙ୍କୁ ମଜୁରୀରେ ବ୍ୟୟ କରାଗଲା।


ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡ଼ିକ ପେୟନୈବେଦ୍ୟ ପାଇଁ ବ୍ୟବହୃତ ହେବ।


ସେହି ମେଜକୁ ବହିବା ପାଇଁ ଶିଟୀମ୍ କାଠରେ ସାଙ୍ଗୀ ତିଆରି କଲେ ଓ ସେଗୁଡ଼ିକୁ ସୁବର୍ଣ୍ଣରେ ଆଚ୍ଛାଦିତ କଲେ।


ଏହା ପରେ ସେ ଶୁଦ୍ଧ ସୁବର୍ଣ୍ଣରେ ଦୀପବୃକ୍ଷ ତିଆରି କଲେ। ସେ ଦୀପରୁଖାରେ ବୃନ୍ତ ଓ ଶାଖା କରିବା ପାଇଁ ସୁବର୍ଣ୍ଣକୁ ପିଟିଲେ। ତା'ପରେ ସେ ଫୁଲ, ପାଖୁଡ଼ା, କଢ଼ିମାନ ତିଆରି କଲେ। ସେ ଏହି ଜିନିଷଗୁଡ଼ିକୁ ଏକାଠି ଯୋଡ଼ି ଗୋଟିଏ ଜିନିଷ ତିଆରି କଲେ।


Swiv nou:

Piblisite


Piblisite