ଯାତ୍ରା ପୁସ୍ତକ 37:25 - ପବିତ୍ର ବାଇବଲ25 ସେ ଧୂପ ଜଳାଇବା ପାଇଁ ଗୋଟିଏ ବେଦି ତିଆରି କଲେ। ସେ ଏଥିପାଇଁ ଶିଟିମ୍ କାଠ ବ୍ୟବହାର କଲେ। ଏହି ବେଦିଟି ଏକ ବର୍ଗାକାର, ଯାହାର ଦୈର୍ଘ୍ୟ ପ୍ରସ୍ଥ ଥିଲା ଏକ ହାତ ଓ ଉଚ୍ଚତା ଥିଲା ଦୁଇ ହାତ। ଶିଙ୍ଗଗୁଡ଼ିକ ତିଆରି ହୋଇଥିଲା ବେଦିର ଅଂଶ ଭାବରେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା। Gade chapit laଓଡିଆ ବାଇବେଲ25 ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା। Gade chapit la |
ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା। ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା।