Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 37:7 - ପବିତ୍ର ବାଇବଲ

7 ଏହା ପରେ ବତ୍ସଲେଲ ପିଟାସୁବର୍ଣ୍ଣରେ ଦୁଇ କିରୂବ ଦୂତଗଣ ନିର୍ମାଣ କରି ପାପାଚ୍ଛାଦନ ଦୁଇ ମୁଣ୍ଡରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ତରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।

Gade chapit la Kopi




ଯାତ୍ରା ପୁସ୍ତକ 37:7
6 Referans Kwoze  

ଏବଂ ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “କିରୁବଦୂତଗଣର ନିମ୍ନରେ ଥିବା ତୁମ୍ଭେ ସେହି ଘୂର୍ଣ୍ଣୟମାନ ଚକ୍ର ମଧ୍ୟରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ସଂଗ୍ରହ କର ଓ ସେଗୁଡ଼ିକ ଉପରେ ବିଞ୍ଚି ଦିଅ।” ତହିଁରେ ସେହି ବ୍ୟକ୍ତି ଗ୍ଭଲିଗଲା, ଯେହେତୁ ମୁଁ ଦେଖୁଥିଲି।


ହେ ପରମେଶ୍ୱର, ତୁମ୍ଭେ ଆପଣା ଦୂତମାନଙ୍କୁ ବାୟୁ ପରି କର ଓ ତୁମ୍ଭର ସେବକମାନଙ୍କୁ ଅଗ୍ନି ସଦୃଶ କର।


ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।


ଏହା ପରେ ବତ୍ସଲେଲ ଏକ ଶୁଦ୍ଧ ସୁବର୍ଣ୍ଣର ଗୋଟିଏ ଆଚ୍ଛାଦକ ତିଆରି କଲେ। ତା'ର ଲମ୍ବ ଅଢ଼େଇ ହାତ ଓ ପ୍ରସ୍ଥ ଦେଢ଼ ହାତ ଥିଲା।


ତହିଁର ଏକ ମୁଣ୍ଡରେ ଏକ କିରୂବ, ଅନ୍ୟ ମୁଣ୍ଡରେ ମଧ୍ୟ ଏକ କିରୂବ ସ୍ଥାପନ କଲେ। ପାପାଚ୍ଛାଦନର ଦୁଇମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।


Swiv nou:

Piblisite


Piblisite