ଯାତ୍ରା ପୁସ୍ତକ 38:1 - ପବିତ୍ର ବାଇବଲ1 ଏହା ପରେ ନୈବେଦ୍ୟ ଦଗ୍ଧ କରିବା ପାଇଁ ବତ୍ସଲେଲ ଶିଟୀମ୍ କାଠରେ ଏକ ଯଜ୍ଞବେଦି ନିର୍ମାଣ କଲେ। ଏହି ହୋମବେଦିଟି ବର୍ଗାକାର ଥିଲା। ଏହାର ଦୈର୍ଘ୍ୟ ପାଞ୍ଚ ହାତ, ପ୍ରସ୍ଥ ପାଞ୍ଚ ହାତ ଏବଂ ଉଚ୍ଚତା ତିନି ହାତ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ। Gade chapit la |
ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।