Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:10 - ପବିତ୍ର ବାଇବଲ

10 ଏହାର କୋଡ଼ିଏଟି ସ୍ତମ୍ଭ କୋଡ଼ିଏଟି ଚୁଙ୍ଗୀ ପିତ୍ତଳର ଏବଂ ସେହି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି ସେହି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ଥିଲା।

Gade chapit la Kopi

ଓଡିଆ ବାଇବେଲ

10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 38:10
3 Referans Kwoze  

ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ। ପୁଣି ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ହେବ।


ଏହା ପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୋମସୂତ୍ରରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ।


ଉତ୍ତର ଦିଗର ପରଦା ଶହେ ହାତ ତାହାର କୋଡ଼ିଏଟି ସ୍ତମ୍ଭ କୋଡ଼ିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡ଼ା ଓ ଛୁଞ୍ଚିଆ ରୂପାର ଥିଲା।


Swiv nou:

Piblisite


Piblisite