Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:18 - ପବିତ୍ର ବାଇବଲ

18 ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ରରେ ଶିଳ୍ପ କର୍ମରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ପ୍ରାଙ୍ଗଣ-ଦ୍ଵାରର ଆଚ୍ଛାଦନ ବସ୍ତ୍ର ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।

Gade chapit la Kopi

ଓଡିଆ ବାଇବେଲ

18 ଆଉ, ପ୍ରାଙ୍ଗଣ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 38:18
5 Referans Kwoze  

ଶଲୋମନ ନୀଳ, ବାଇବଗଣୀ, ଏବଂ ଲାଲ୍ ରଙ୍ଗର ଦାମୀ ବସ୍ତ୍ର ବ୍ୟବହାର କରି ପରଦା ବନାଇଲେ। ଏହି ପରଦା ଉପରେ ଶଲୋମନ କିରୁବଦୂତଗଣର ଆକୃତି ବୁଣିଲେ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ପବିତ୍ର ତମ୍ବୁଟି ମୋଟା ନାଇଲନ ସୂତାର ଦଶ ଗୋଟି କପଡ଼ାରେ ନିର୍ମିତ ହେବ। ସେହି କପଡ଼ା ସବୁ ନୀଳ, ବାଇଗଣୀ ଓ ଲାଲ ସୂତାରେ ନିର୍ମିତ ହେବ ଏବଂ ତହିଁରେ କିରୂବଦୂତଗଣଙ୍କର ଛବି ସିଲେଇ କରାଯିବ।


“ପବିତ୍ର ତମ୍ବୁର ଦ୍ୱାର ନିମନ୍ତେ ଏକ ନୀଳ ପରଦା ପ୍ରସ୍ତୁତ କର। ଏହା ଧୂମ୍ର ଓ ସିନ୍ଦୁରବର୍ଣ୍ଣ ଶୁଭ୍ର କ୍ଷୋମ ସୂତାରେ ବୁଣାଯିବା ଉଚିତ୍।


ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡ଼ା ଛଡ଼ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପାରେ ଛାଉଣି ହୋଇଥିଲା। ଏବଂ ଅଗଣାର ଖମ୍ବର ଛଡ଼ସବୁ ରୂପାରେ ତିଆରି ହୋଇଥିଲା।


ତହିଁରେ ପିତ୍ତଳର ଗ୍ଭରିଟି ସ୍ତମ୍ଭ, ଗ୍ଭରିଟି ଚୁଙ୍ଗୀ ରୂପାର ଆଙ୍କଡ଼ା ତା'ର ମୁଣ୍ଡାଳି ରୂପାରେ ଛାଉଣି ହୋଇଥିଲା। ଏବଂ ଛୁଞ୍ଚିଆ ରୂପା ନିର୍ମିତ ଥିଲା।


Swiv nou:

Piblisite


Piblisite