Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:2 - ପବିତ୍ର ବାଇବଲ

2 ସେ ଗ୍ଭରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଗ୍ଭରୋଟି ଶିଙ୍ଗକୁ ମିଶାଇ ଦେଲେ, ସେସବୁ ଯଜ୍ଞବେଦିର ଏକ ଅଂଶ ହେଲା ଏବଂ ତା'ଉପରେ କଂସା ମଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 38:2
4 Referans Kwoze  

ମୁଁ ପଥର ଭଳି ଶକ୍ତ ନୁହେଁ। ମୋର ମାଂସ ତମ୍ବାରେ ତିଆରି ନୁହେଁ।


ବେଦିର ଗ୍ଭରିକୋଣ ପାଇଁ ଶିଙ୍ଗ ତିଆରି କର। ଏହି ଶିଙ୍ଗଗୁଡ଼ିକ ବେଦିର ଏକ ଅଂଶ ହେବା ଉଚିତ୍। ଏହା କଂସାରେ ଆଚ୍ଛାଦିତ ହେବା ଉଚିତ୍।


ଏହା ପରେ ନୈବେଦ୍ୟ ଦ‌ଗ୍‌ଧ କରିବା ପାଇଁ ବତ୍ସଲେଲ ଶିଟୀମ୍ କାଠରେ ଏକ ଯଜ୍ଞବେଦି ନିର୍ମାଣ କଲେ। ଏହି ହୋମବେଦିଟି ବର୍ଗାକାର ଥିଲା। ଏହାର ଦୈର୍ଘ୍ୟ ପାଞ୍ଚ ହାତ, ପ୍ରସ୍ଥ ପାଞ୍ଚ ହାତ ଏବଂ ଉଚ୍ଚତା ତିନି ହାତ ଥିଲା।


ଏହା ପରେ ସେ ଯଜ୍ଞବେଦି ପାଇଁ ଦରକାରୀ ପିତ୍ତଳ ପାତ୍ର, ବେଲଗ୍ଭ, କରଚୁଲ୍ଲୀ, ଗରା, କଣ୍ଟା ଗ୍ଭମଚ ଓ ଅଙ୍ଗାରଧାନୀ ସବୁକୁ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite