Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:22 - ପବିତ୍ର ବାଇବଲ

22 ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ସେହି ଅନୁଯାୟୀ ଯିହୁଦା ପରିବାରବର୍ଗର ହୂରର ପୌତ୍ର ଓ ଊରିର ପୁତ୍ର ବତ୍ସଲେଲ ସେ ସବୁ ନିର୍ମାଣ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

22 ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।

Gade chapit la Kopi




ଯାତ୍ରା ପୁସ୍ତକ 38:22
7 Referans Kwoze  

ଏହା ପରେ ମୋଶା ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଦେଖ, ସଦାପ୍ରଭୁ ବତ୍ସଲେଲକୁ ମନୋନୀତ କଲେ। ଯିଏ ଯିହୁଦା ପରିବାରବର୍ଗର ଅନ୍ତର୍ଭୁକ୍ତ ଅଟେ। ବତ୍ସଲେଲ ଊରିର ପୁତ୍ର ଏବଂ ଊରି ହୂରର ପୁତ୍ର ଅଟେ।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


ମାତ୍ର ସଦାପ୍ରଭୁ ମୋତେ କହିଲେ, “ଆମ୍ଭେ ଜଣେ ବାଳକ ବୋଲି, ‘କୁହ ନାହିଁ।’ କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ। ଆଉ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।


ଯଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି, ତେବେ ମୁଁ ଲଜ୍ଜିତ ହେବି ନାହିଁ।


ମୋଶା ଲେବୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁରେ ବ୍ୟବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାୟିତ୍ୱ ନେଇଥିଲେ ଯାଜକ ହାରୋଣର ପୁତ୍ର ଇଥାମ।


ହୂର ଊରିଙ୍କର ପିତା ଥିଲେ। ଊରି ବତ୍ସଲେଲଙ୍କର ପିତା ଥିଲେ।


Swiv nou:

Piblisite


Piblisite