Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 38:25 - ପବିତ୍ର ବାଇବଲ

25 ଯେତେ ଲୋକ ଗଣିତ ହୋଇଥିଲେ, ସେମାନେ 100 ଶେକଲ ସୁବର୍ଣ୍ଣ ଓ 1,775 ଶେକଲ ରୂପା କାର୍ଯ୍ୟାଳୟ ମାପ ଦ୍ୱାରା ପବିତ୍ର ସ୍ଥାନ ପାଇଁ ଓଜନ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ମଣ୍ତଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକଶହ ମହଣ ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ଥିଲା।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକଶହ ତାଳନ୍ତ ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକ ଶହ ତାଳନ୍ତ ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 38:25
5 Referans Kwoze  

“ତୁମ୍ଭେ ଗଣିତ ହୋଇଥିବା ଲୋକମାନଙ୍କର ସଂଖ୍ୟା ଅନୁସାରେ ଇସ୍ରାଏଲ ସନ୍ତାନମାନଙ୍କୁ ଗଣନା କରିବ। ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ନିଜ ନିଜ ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ କରିବେ। ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ ଆଘାତ ହେବ ନାହିଁ।


ସଦାପ୍ରଭୁ ମୋଶାଙ୍କୁ କହିଲେ,


“ତୁମ୍ଭେମାନେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଗଣନା କର। ସମସ୍ତ ମଣ୍ତଳୀର ଅନୁସାରେ ଓ ପରିବାରବର୍ଗ ଅନୁସାରେ ପ୍ରତ୍ୟେକ ପୁରୁଷ ଲୋକର ନାମ ତାଲିକା କର।


“ଇସ୍ରାଏଲର ପୁରୁଷ ଲୋକମାନଙ୍କ ମଧ୍ୟରୁ ନିଜ ନିଜ ପିତୃଗୃହାନୁସାରେ କୋଡ଼ିଏ ବର୍ଷରୁ ଊର୍ଦ୍ଧ୍ୱ ଲୋକମାନଙ୍କୁ ସୈନ୍ୟଶ୍ରେଣୀରେ ଭୁକ୍ତ କରିବାକୁ ଗଣନା କର।”


ସେହି ଅର୍ଥକୁ ଇସ୍ରାଏଲ ଲୋକମାନଙ୍କ ପାଖରୁ ଏକତ୍ର କର। ଏହି ଅର୍ଥକୁ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ବିନିଯୋଗ କର। ଏହି ଦେୟ ତୁମ୍ଭମାନଙ୍କର ସଦାପ୍ରଭୁଙ୍କୁ ମନେ ରଖିବା ପାଇଁ ଏକ ମାଧ୍ୟମ ହେବ। ସେମାନେ ସେମାନଙ୍କର ଜୀବନ ପ୍ରାୟଶ୍ଚିତ ପାଇଁ ଏହା ଦାନ କରିବେ।”


Swiv nou:

Piblisite


Piblisite