ଯାତ୍ରା ପୁସ୍ତକ 38:7 - ପବିତ୍ର ବାଇବଲ7 ବେଦିଟିକୁ ବହିବା ପାଇଁ ସେ ଯଜ୍ଞବେଦି ପାର୍ଶ୍ୱରେ ଥିବା କଡ଼ା ମଧ୍ୟରେ ସାଙ୍ଗୀକୁ ପୁରାଇଲେ। ସେ ଯଜ୍ଞବେଦିଟିକୁ ଖାଲି ସିନ୍ଦୁକ ପରି ପଟାରେ ନିର୍ମାଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ବେଦି ବହନାର୍ଥେ ତହିଁର ପାର୍ଶ୍ଵ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ। Gade chapit laଓଡିଆ ବାଇବେଲ7 ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ। Gade chapit la |