Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:10 - ପବିତ୍ର ବାଇବଲ

10 ତାକୁ ଗ୍ଭରି ପକ୍ତି ମଣିରେ ଖଚିତ କଲେ। ତାହାର ପ୍ରଥମ ପଂକ୍ତିରେ ଚୁଣି, ପିତମଣି ଓ ମରକତ ଇତ୍ୟାଦି ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ତାହା ଚାରି ପଂକ୍ତି ମଣିରେ ଖଚିତ କଲେ; ତହିଁର ପ୍ରଥମ ପଂକ୍ତିରେ ଚୁଣି ଓ ପୀତମଣି ଓ ମରକତ,

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ତାହା ଚାରି ଧାଡି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡିରେ ଚୁଣି, ପୀତମଣି ଓ ମରକତ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ତାହା ଚାରି ଧାଡ଼ି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡ଼ିରେ ଚୁଣି, ପୀତମଣି ଓ ମରକତ,

Gade chapit la Kopi




ଯାତ୍ରା ପୁସ୍ତକ 39:10
6 Referans Kwoze  

ଏହି ମଣି ଇସ୍ରାଏଲ ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବ। ମୁଦ୍ରା ନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।


ଏହା ଚତୁଷ୍କୋଣ ଥିଲା। ସେମାନେ ସେହି ବୁକୁପଟାକୁ ଦୋହରା କରି ଏକ ଗ୍ଭଖଣ୍ଡେ ଲମ୍ବ ଓ ଏକ ଗ୍ଭଖଣ୍ଡେ ପ୍ରସ୍ଥ କଲେ।


ଦ୍ୱିତୀୟ ପଂକ୍ତିରେ ସେମାନେ ପଦ୍ମରାଗ, ନୀଳକାନ୍ତ ଓ ହୀରକ ଦେଲେ।


କୂଶ ଦେଶରୁ ମିଳୁଥିବା ହଳଦିଆ ପୋଖରାଜ ମଣି ମଧ୍ୟ ଜ୍ଞାନଭଳି ମୂଲ୍ୟବାନ ନୁହେଁ। ତୁମ୍ଭେ ଖାଣ୍ଟି ସୁନା ବଦଳରେ ଜ୍ଞାନ କିଣି ପାରିବ ନାହିଁ।


Swiv nou:

Piblisite


Piblisite