ଯାତ୍ରା ପୁସ୍ତକ 39:13 - ପବିତ୍ର ବାଇବଲ13 ଏବଂ ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ, ଗୋମେଦକ ମଣି, ସୂର୍ଯ୍ୟକାନ୍ତ ମଣି ଥିଲା। ଏହିସବୁ ମଣି ସ୍ୱର୍ଣ୍ଣ ଧାରରେ ବସାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ଚତୁର୍ଥ ପଂକ୍ତିରେ ବୈଦୂର୍ଯ୍ୟ ଓ ଗୋମେଦକ ଓ ସୂର୍ଯ୍ୟକା; ମଣି ଥିଲା; ଏହିସବୁ ମଣି ସ୍ଵର୍ଣ୍ଣାଧାରରେ ବସାଗଲା। Gade chapit laଓଡିଆ ବାଇବେଲ13 ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା। Gade chapit la |
ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମୋର ସାଧ୍ୟମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦେଇଅଛି। ମୁଁ ରୌପ୍ୟରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରୌପ୍ୟ ଦେଇଅଛି। ମୁଁ ପିତ୍ତଳରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦେଇଅଛି। ମୁଁ ଲୌହର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦେଇଅଛି। ମୁଁ କାଠର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦେଇଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖୋଦନ କାର୍ଯ୍ୟ ପାଇଁ ଓ ଗୋମେଦକମଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ୟ ପ୍ରସ୍ତର ଓ ଶୁଭ୍ର ମାର୍ବଲ ପ୍ରସ୍ତର ଦେଇଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ନିମନ୍ତେ ମୁଁ ଏହି ପ୍ରକାର ଅନେକ ଅନେକ ସାମଗ୍ରୀ ଦେଇଅଛି।