Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:14 - ପବିତ୍ର ବାଇବଲ

14 ଇସ୍ରାଏଲ ପୁତ୍ରମାନଙ୍କ ନାମାଙ୍କିତ ଏହିସବୁ ମଣି ଲୋକମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେଲା। ପ୍ରତ୍ୟେକ ମଣିରେ ଇସ୍ରାଏଲର ଦ୍ୱାଦଶ ପରିବାର ବର୍ଗର ଏକ ଏକ ନାମ ବିଗ୍ଭରର୍ଥକ ବୁକୁପଟା ହୋଇ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ଵାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ଵାଦଶ ବଂଶର ଏକ ଏକ ନାମ ରହିଲା।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହି ସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହିସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।

Gade chapit la Kopi




ଯାତ୍ରା ପୁସ୍ତକ 39:14
4 Referans Kwoze  

ନଗରୀର ଗୋଟିଏ ବଡ଼ ଉଚ୍ଚ କାନ୍ଥ ଥିଲା। ଏହାର ବାରଟି ପ୍ରବେଶଦ୍ୱାର ଥିଲା। ସେହି ଦ୍ୱାରମାନଙ୍କରେ ବାରଟି ସ୍ୱର୍ଗଦୂତ ଥିଲେ। ପ୍ରତ୍ୟେକ ପ୍ରବେଶ ଦ୍ୱାରରେ ଇସ୍ରାଏଲର ବାରଟି ପରିବାରର ଗୋଟିଏ ଗୋଟିଏ ଦଳର ନାମ ଖୋଦିତ ଥିଲା।


ଶିଳ୍ପ କର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ୱର୍ଣ୍ଣ ଧାରରେ ବନ୍ଦ କରିବ।


ଏବଂ ଚତୁର୍ଥ ପଂକ୍ତିରେ ବୈଦୁର୍ଯ୍ୟ, ଗୋମେଦକ ମଣି, ସୂର୍ଯ୍ୟକାନ୍ତ ମଣି ଥିଲା। ଏହିସବୁ ମଣି ସ୍ୱର୍ଣ୍ଣ ଧାରରେ ବସାଗଲା।


ତା'ପରେ ସେମାନେ ଶୁଦ୍ଧ ସୁବର୍ଣ୍ଣରେ ହାର ତିଆରି କଲେ ଏବଂ ବିଗ୍ଭରାର୍ଥକ ବୁକୁପଟା ପାଇଁ ରଜ୍ଜୁ ପରି ଯୋଡ଼ିଲେ।


Swiv nou:

Piblisite


Piblisite