ଯାତ୍ରା ପୁସ୍ତକ 39:15 - ପବିତ୍ର ବାଇବଲ15 ତା'ପରେ ସେମାନେ ଶୁଦ୍ଧ ସୁବର୍ଣ୍ଣରେ ହାର ତିଆରି କଲେ ଏବଂ ବିଗ୍ଭରାର୍ଥକ ବୁକୁପଟା ପାଇଁ ରଜ୍ଜୁ ପରି ଯୋଡ଼ିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ଵାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ। Gade chapit laଓଡିଆ ବାଇବେଲ15 ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ। Gade chapit la |