Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:18 - ପବିତ୍ର ବାଇବଲ

18 ମୋଟା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଦପଟି ଉପରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ମୋଡ଼ା ଜଞ୍ଜିରର ଦୁଇ ମୁଣ୍ତ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ-ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:18
6 Referans Kwoze  

ତୁମ୍ଭର ଗାଲରେ ଗଣ୍ଡ ଯୁଗଳ, ତୁମ୍ଭ ଗଳା ଦେଶରେ ରତ୍ନହାରରେ ସୁଶୋଭିତ।


ଦୁଇ ମୋଡ଼ା ହୋଇଥିବା ସୁବର୍ଣ୍ଣ ଜଞ୍ଜିର କରି ସେହି ଏଫୋଦରେ ଲଗାଇବ।


ଏହାର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ଯୁକ୍ତ ହେବ।


ଶିଳ୍ପ କର୍ମରେ ମୁଦ୍ରା ଖୋଳିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲ ପୁତ୍ରଗଣର ନାମ ଖୋଳିବ। ପୁଣି ତାହା ଦୁଇ ସ୍ୱର୍ଣ୍ଣ ଧାରରେ ବନ୍ଦ କରିବ।


ସେମାନେ ବିଗ୍ଭରାର୍ଥକ ବୁକୁପଟାର ଶେଷ ଭାଗରେ ଦୁଇଟି ସୁବର୍ଣ୍ଣର ଦୁଇଟି କଡ଼ା ପାଇଁ ଦୁଇଟି ସୁବର୍ଣ୍ଣର ଜଞ୍ଜିର ତିଆରି କଲେ।


ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବିଗ୍ଭରର୍ଥକ ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।


Swiv nou:

Piblisite


Piblisite