Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:2 - ପବିତ୍ର ବାଇବଲ

2 ସେମାନେ ସୁବର୍ଣ୍ଣ, ନୀଳ ଓ ଧୂମ୍ର ଓ ସିନ୍ଦୁରବର୍ଣ୍ଣ ବଳା ଶୂଭ୍ର ଦ୍ୱାରା ଏଫୋଦ ବସ୍ତ୍ର ପ୍ରସ୍ତୁତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସେ ସୁବର୍ଣ୍ଣ ଦ୍ଵାରା ଓ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ଵାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:2
6 Referans Kwoze  

ସେ ହାରୋଣଙ୍କୁ ଜାମା ପିନ୍ଧାଇଲେ, କଟିରେ ତାଙ୍କର ବେ‌‌‌ଲ୍ଟ ବାନ୍ଧିଲେ, ତାଙ୍କୁ ଗ୍ଭେଗା ପିନ୍ଧାଇଲେ, ତାଙ୍କୁ ଏଫୋଦ ପିନ୍ଧାଇଲେ, ତା'ପରେ ଏଫୋଦକୁ ସିନ୍ଦୁର ବେ‌‌‌ଲ୍ଟରେ ବାନ୍ଧିଲେ।


ଏଫୋଦ ଓ ବୁକୁପଟାରେ ଏହା ଲଗାଇବା ନିମନ୍ତେ ଗୋମେଦକମଣି ଓ ଅଳଙ୍କାରସବୁ ଗ୍ରହଣ କର।”


ନୀଳବର୍ଣ୍ଣ, ଧୂମବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଓ ଛାଗଲୋମ,


ସେମାନେ ନୀଳ, ବାଇଗଣୀ ଓ ଲାଲ ରଙ୍ଗର ସୂତାରେ ଝାଲେରି ବୁଣିବା ପାଇଁ ସେମାନେ ସୁବର୍ଣ୍ଣକୁ ପିଟିଲେ ଓ କାଟି ଛୋଟ ସୂତାରେ ପରିଣତ କଲେ।


ତା'ର ସମସ୍ତ ମହିମାରେ, ମୁକ୍ତା ସୁବର୍ଣ୍ଣରେ ଖଚିତ ହେବାପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦେଖାଯା’ନ୍ତି।


Swiv nou:

Piblisite


Piblisite