Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:23 - ପବିତ୍ର ବାଇବଲ

23 ଗ୍ଭେଗାର ମଧ୍ୟସ୍ଥଳରେ ସାଞ୍ଚୁଆର ଗଳଦେଶ ନ୍ୟାୟ ଛିଦ୍ର ଥିଲା। ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଗ୍ଭରିପାଖରେ ବୁଣା କର୍ମ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେହି ଚୋଗା ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶ-ନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ତି ନ ଯାଏ, ଏଥିପାଇଁ ସେହି ଗଳାର ଚାରି ପାଖରେ ବୁଣା କର୍ମ ଥିଲା।

Gade chapit la Kopi

ଓଡିଆ ବାଇବେଲ

23 ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରି ପାଖରେ ବୁଣା କର୍ମ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶ ନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରିପାଖରେ ବୁଣାକର୍ମ ଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 39:23
2 Referans Kwoze  

ଏହାର ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣା କର୍ମ ହେବ। ତହିଁରେ ତାହା ଛିଣ୍ଡି ଯିବ ନାହିଁ।


ସେମାନେ ଗ୍ଭେଗାର ଅଞ୍ଚଳର ଗ୍ଭରି ପାଖରେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।


Swiv nou:

Piblisite


Piblisite