Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:24 - ପବିତ୍ର ବାଇବଲ

24 ସେମାନେ ଗ୍ଭେଗାର ଅଞ୍ଚଳର ଗ୍ଭରି ପାଖରେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ଵ ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:24
5 Referans Kwoze  

ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା,


ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣର ଡାଳିମ୍ବ କରିବ। ଆଉ ଗ୍ଭରି ଦିଗରେ ତହିଁ ମଧ୍ୟରେ ସ୍ୱର୍ଣ୍ଣଘଣ୍ଟି ରହିବ।


ଗ୍ଭେଗାର ମଧ୍ୟସ୍ଥଳରେ ସାଞ୍ଚୁଆର ଗଳଦେଶ ନ୍ୟାୟ ଛିଦ୍ର ଥିଲା। ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଗ୍ଭରିପାଖରେ ବୁଣା କର୍ମ ହୋଇଥିଲା।


ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସୁନା ଦ୍ୱାରା ଘଣ୍ଟି କରି ଗ୍ଭେଗା ଅଞ୍ଚଳର ଗ୍ଭରିଆଡ଼େ ଡାଳିମ୍ବର ମଧ୍ୟରେ ରଖିଲେ।


ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।


Swiv nou:

Piblisite


Piblisite