Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:25 - ପବିତ୍ର ବାଇବଲ

25 ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସୁନା ଦ୍ୱାରା ଘଣ୍ଟି କରି ଗ୍ଭେଗା ଅଞ୍ଚଳର ଗ୍ଭରିଆଡ଼େ ଡାଳିମ୍ବର ମଧ୍ୟରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ସେମାନେ ଡାଳିମ୍ଵ ମଧ୍ୟରେ ନିର୍ମଳ ସ୍ଵର୍ଣ୍ଣ ଦ୍ଵାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ଵର ମଧ୍ୟେ ମଧ୍ୟେ ରଖିଲେ;

Gade chapit la Kopi

ଓଡିଆ ବାଇବେଲ

25 ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;

Gade chapit la Kopi




ଯାତ୍ରା ପୁସ୍ତକ 39:25
5 Referans Kwoze  

ତୁମ୍ଭର ଗ୍ଭରାଗଛଗୁଡ଼ିକ ପ୍ରାଙ୍ଗଣରେ ବହୁମୂଲ୍ୟ ଡାଳିମ୍ବ ବୃକ୍ଷ ତୁଲ୍ୟ। ସେଠାରେ ହେନା ଗ୍ଭରାଗଛ ଅଛି।


ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।


ସେମାନେ ଗ୍ଭେଗାର ଅଞ୍ଚଳର ଗ୍ଭରି ପାଖରେ ନୀଳ, ଧୂମ୍ର ଓ ସିନ୍ଦୁରବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।


ଉପାସନା ଗ୍ଭେଗାର ଧଡ଼ିରେ ସେମାନେ ଏକ ଡାଳିମ୍ବ ଓ ଘଣ୍ଟି, ଗୋଟିଏ ପରେ ଗୋଟିଏ ଲଗାଇଲେ, ସଦାପ୍ରଭୁଙ୍କର ମୋଶାଙ୍କୁ ଦେଇଥିବା ଆଜ୍ଞାନୁସାରେ।


Swiv nou:

Piblisite


Piblisite