Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:31 - ପବିତ୍ର ବାଇବଲ

31 ଏହା ପଗଡ଼ି ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ଊର୍ଦ୍ଧ୍ଵରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।

Gade chapit la Kopi

ଓଡିଆ ବାଇବେଲ

31 ପୁଣି, ଉର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ଊର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:31
5 Referans Kwoze  

ବୁକୁପଟା, ଏଫୋଦ, ଗୋଟିଏ ଗ୍ଭେଗା, ଶୁକ୍ଳ ସୁତାରେ ବୁଣା ଯାଇଥିବା ଗ୍ଭେଗା, ପଗଡ଼ି ଓ କଟି ବନ୍ଧନ ସେମାନେ ପ୍ରସ୍ତୁତ କରିବା ଉଚିତ୍। ଏହି ଲୋକମାନେ ଏହିସବୁ ପବିତ୍ର ବସ୍ତ୍ର ତୁମ୍ଭର ଭାଇ ହାରୋଣ ଓ ତାହାର ପୁତ୍ରଗଣ ପାଇଁ ପ୍ରସ୍ତୁତ କରିବେ, ଯେଉଁଥିପାଇଁ ସେମାନେ ମୋର ଯାଜକ ରୂପେ ସେବା କରିବେ।


“ଶୁଦ୍ଧ ସୁବର୍ଣ୍ଣର ଏକ ପାତ୍ର ତିଆରି କର ଏବଂ ଛୋଟ ମୋହରରେ ଖୋଦିତ କଲାପରି ଏହା ଉପରେ ଖୋଦନ କର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର।


ଏହା ପରେ ସେମାନେ ଶୁଦ୍ଧ ସୁବର୍ଣ୍ଣରେ ପବିତ୍ର ମୁକୁଟର ଫଳକ ପ୍ରସ୍ତୁତ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଏହା ଏକ ମୋହର ପରି ଲେଖିଲେ।


ସମାଗମ-ତମ୍ବୁ ରୂପେ ପବିତ୍ର ତମ୍ବୁର ସମସ୍ତ କାର୍ଯ୍ୟ ଇସ୍ରାଏଲ ଲୋକମାନଙ୍କ ସମାପ୍ତ ହେଲା। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ସମସ୍ତ କର୍ମ କଲେ।


ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ସବୁ କଲେ, ସମାଗମ-ତମ୍ବୁ ନିକଟରେ ସମଗ୍ର ମଣ୍ଡଳୀ ଏକତ୍ରିତ ହେଲେ।


Swiv nou:

Piblisite


Piblisite